ଇରାନ ର ଆତ୍ମଘାତୀ ଆକ୍ରମଣ ରେ ଭାରତୀୟ ମୃତ !


 ଇରାନ ର ଆତ୍ମଘାତୀ ଡ଼ଙ୍ଗା ଆକ୍ରମଣ ରେ ତୈଳ ଜାହାଜ ସେଫସୀ ବିଷ୍ଣୁ ରେ ଥିବା ଭାରତୀୟ ମୃତ !  ଆମେରିକା, ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଏବେ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ ଆରମ୍ଭ ହୋଇଛି । ଇରାକ ନିକଟରେ ଆମେରିକା ମାଲିକାନାରେ ଥିବା ତେଲ ଟ୍ୟାଙ୍କର ସେଫସି ବିଷ୍ଣୁ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଛି । ରିପୋର୍ଟ ଅନୁଯାୟୀ ଇରାନ ଏକ ଆତ୍ମଘାତୀ ଡଙ୍ଗାରେ ତେଲ ଟ୍ୟାଙ୍କର୍ ସେଫସି ବିଷ୍ଣୁ ଉପରେ ଆକ୍ରମଣ କରିଥିଲା ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Iran #Attack

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike