ଗଞ୍ଜାମ ଜିଲ୍ଲା ମେହେନା ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା – ଚାରି ମୃତ, ଦୁଇ ଗୁରୁତର
ଗଞ୍ଜାମ ଜିଲ୍ଲା ମେହେନା ରେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣା ରେ ଚାରି ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଥିବା ଦୁଇଜଣଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲକୁ ଭର୍ତ୍ତି କରାଯାଇଛି ଓ ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଘଟଣା ସ୍ଥଳକୁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଓ ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି । ଏହି ଘଟଣାକୁ ସ୍ଥାନୀୟ ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଛି ।
ରିପୋର୍ଟ :- ଗଣେଶ ପାଣିଗ୍ରାହୀ
ଜନତା ଜାଗରଣ
#Ganjam #accident




Comments
Post a Comment