କଟକ ଏସସିବି ଟ୍ରମା ଆଇସିୟୁ ଅଗ୍ନିକାଣ୍ଡ ଘଟଣା ରେ ମେଡିକାଲ ଅଧିକ୍ଷକ ଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ କେନ୍ଦ୍ରାଞ୍ଚଳ ଆର୍ ଡି ସି ଙ୍କୁ ଭଏସ ଅଫ କଟକ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ରିପୋର୍ଟ :- ଗଣେଶ ପାଣିଗ୍ରାହୀ ଜନତା ଜାଗରଣ #cuttack #Scb #VoiceofCuttack

 


କଟକ ଏସସିବି ଟ୍ରମା ଆଇସିୟୁ ଅଗ୍ନିକାଣ୍ଡ ଘଟଣା ରେ ମେଡିକାଲ ଅଧିକ୍ଷକ ଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ କେନ୍ଦ୍ରାଞ୍ଚଳ ଆର୍ ଡି ସି ଙ୍କୁ ଭଏସ ଅଫ କଟକ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। 


ରିପୋର୍ଟ :- ଗଣେଶ ପାଣିଗ୍ରାହୀ 

ଜନତା ଜାଗରଣ 


#cuttack #Scb #VoiceofCuttack

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike