ଆମେରିକା ର E-3 Sentry ଭଳି ଜାହାଜ କୁ ଖସାଇଥିବା ଇରାନ ର ଦାବି ।

 

ଅମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ସମୟ ରେ ଏକ ବଡ଼ ଦାବି ସାମ୍ନାକୁ ଆସିଛି। ବିଭିନ୍ନ ଖବର ଅନୁସାରେ, ଇରାନ ଦାବି କରିଛି ଯେ ସେମାନେ E-3 ସେଣ୍ଟ୍ରି ଭଳି ବିମାନ ପର୍ଯ୍ୟନ୍ତ ଜାହାଜ କୁ ନିଶାନା କରିଥିବା କିମ୍ବା କ୍ଷତିଗ୍ରସ୍ତ କରିଥିବା ସମ୍ଭାବନା ରହିଛି।

ଏହି ଦାବିକୁ ନେଇ ଆନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋରଦାର ହୋଇଛି।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#America #Usa #Iran #e-3 #Sentry

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike