କଟକ SCB ରେ ଅଗ୍ନିକାଣ୍ଡ ! ୧୦ ରୋଗୀ ଙ୍କ ମୃତ୍ୟୁ ଆଶଙ୍କା !




 #SCBରେ_ଅଗ୍ନିକାଣ୍ଡ_୧୦_ମୃତ୍ୟୁ_ସୂଚନା 

କଟକ: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ସୂଚନା। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ! ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ପରେ ICUରେ ସ୍ଥିତି ସାଂଘାତିକ। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ! କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ! ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ।

ରିପୋର୍ଟ - ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 

#SCB #fireaccident #Dead #janataJagaran

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike