ଝାରସୁଗୁଡା ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !



 #ଝାରସୁଗୁଡ଼ାରେ_ରାଷ୍ଟ୍ରପତି

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟପାଳ ହରିବାବୁ କମ୍ଭମପତି । 


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


 #PresidentinOdisha

Comments