ଆସାମ ଜୋରହାଟ ବିମାନ ଦୁର୍ଘଟଣା ରେ ପାଞ୍ଚ ବାୟୁ ବୀର ଶହୀଦ ! #Aassam #an-32


 ଆସାମ : ଜୋରହାଟ, ଆସାମରେ ଘଟିଥିବା An-32 ବିମାନ ଦୁର୍ଘଟଣାରେ ପାଞ୍ଚଜଣ ବାୟୁସେନା କର୍ମଚାରୀ ଶହୀଦ ହୋଇଛନ୍ତି ।

ସ୍କ୍ୱାଡ୍ରନ୍ ଲିଡର ପ୍ରଶାନ୍ତ ସିଂହ, ଫ୍ଲାଇଟ୍ ଲେଫ୍ଟେନାଣ୍ଟ ଶୁଭମ କୁମାର, ସାର୍ଜେଣ୍ଟ ଜିତେନ୍ଦ୍ର ଶର୍ମା, ଅଗ୍ନିବୀରବାୟୁ ଖେମାରାମ କୁମାୱତ ଏବଂ ଅଗ୍ନିବୀରବାୟୁ ଦାନିଶ ଆଲମ ଦେଶସେବା କରୁଥିବା ବେଳେ ସର୍ବୋଚ୍ଚ ବଳିଦାନ ଦେଇଥିବା ଖବର ମିଳିଛି ।


ଜୟ ହିନ୍ଦ.. ଶହୀଦ ଙ୍କୁ ଶତ ଶତ ନମନ  


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ


#Assam #Airforcemartyres

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike