ଭିଜିଲାନ୍ସ ଜାଲରେ ମହିଳା ପୋଲିସ ଅଧିକାରୀ ! #Angul #LadyPoliceOfficer


ଭିଜିଲାନ୍ସ ଜାଲରେ ମହିଳା ପୋଲିସ ଅଧିକାରୀ ! 

ଅନୁଗୁଳ ପୁଣି ଜଣେ ଲାଞ୍ଚୁଆ ସରକାରୀ ବାବୁଙ୍କ ମୁଖା ଖୋଲିଲା ଭିଜିଲାନ୍ସ। ଏଥର ଜରପଡ଼ା ଥାନା ASI ସୀତା ନାୟକ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଏକ ମାମଲାର ଚୂଡ଼ାନ୍ତ ରିପୋର୍ଟ (Final Report) ଦେବା ପାଇଁ ୮,୦୦୦ ଟଙ୍କା ଲାଞ୍ଚ ନେଉଥିଲେ।

 କାର୍ଯ୍ୟାନୁଷ୍ଠାନ: ଭିଜିଲାନ୍ସ ଟିମ୍ ଚଢ଼ାଉ କରି ଟଙ୍କା ଜବତ କରିବା ସହ ତାଙ୍କୁ ପ୍ରମାଣ ସହିତ ଗିରଫ କରିଛି।


ରିପୋର୍ଟ :- ପିଙ୍କୁନ ଜେନା 

ଜନତା ଜାଗରଣ 


#Angul #Corruption #Janatajagaran 

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike