ବରଗଡ଼ ସୋହେଲା ରେ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ଚାରି ଗାଈ ମୃତ !#Baragada #Sohela


 ବରଗଡ ଜିଲ୍ଲା ସୋହେଲା ବ୍ଲକ କନଗାଁରେ ଅଘଟଣ, ଛିଣ୍ଡି ଯାଇଥିବା ବିଜୁଳି ତାର ସଂସ୍ପର୍ଷ ରେ ଆସି ଚାରି ଗାଈ ମୃତ। ଟାଟା ପାୱାର ର ଅବହେଳା ପାଇଁ ଏପରି ହୋଇଥିବା ଗାଈ ମାଲିକ କହିଛନ୍ତି । ଗାଈ ମାଲିକ ମୋତିଲାଲ ବାରିକ ଜଣେ ଗରୀବ ଶ୍ରେଣୀର ହୋଇ ଥିବାରୁ ସରକାରୀ ସହାୟତା ଏବଂ କ୍ଷତିପୂରଣ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Baragad #Sohela #tatapower

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike