ଗିରଫ ହେଲେ ନକଲି ଲୁଣ ତିଆରି କରୁଥିବା ବ୍ୟକ୍ତି !

 




ଝାରଖଣ୍ଡ : ଧାନବାଦରେ ଏକ ନକଲି ଲୁଣ କାରଖାନାର ମାଲିକ ଙ୍କୁ ପୋଲିସ ଚଢ଼ାଉ କରୁଥିବା ବେଳେ ସେ ନିଜ ପରିଚୟ ଗୋପନ ରଖିବାକୁ ଅନୁରୋଧ କରିଥିଲେ । ସେ କହିଥିଲେ ଯେ ତାଙ୍କର ଆଗାମୀ ଠିକ୍ ହୋଇଥିବା ବିବାହ ଏହା ଯୋଗୁଁ ଭାଙ୍ଗି ଯାଇପାରେ ।

ସେ ଟାଟା ଏବଂ ପତଞ୍ଜଳୀ ପରି ପ୍ରମୁଖ ବ୍ରାଣ୍ଡର ନାମରେ ନକଲି ଲୁଣ ପ୍ୟାକେଜିଂ କରୁଥିବା ଅଭିଯୋଗରେ ଗିରଫ ହୋଇଥିଲେ । ତାଙ୍କର ଏହି ଅନୁରୋଧ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲେ ମଧ୍ୟ, ପୋଲିସ ଆଇନଗତ କାର୍ଯ୍ୟାନୁଷ୍ଠାନ ଜାରି ରଖିଥିଲା । ଏବଂ ତାଙ୍କୁ ଗିରଫ କରାଯାଇଛି ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Jharkhand #Dhanbad #DuplicateSalt

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike