ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ରେ କାଳ ବୈଶାଖୀ ପାଇଁ ବିଦ୍ୟୁତ ସେବା ଠପ ! #Ganjam #Kalabaisakhi





 ଗଞ୍ଜାମ, ସାନଖେମୁଣ୍ଡି: ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ହାଟପଦା ସାପୁଆବାସା ଗ୍ରାମରେ କାଳବୈଶାଖୀର ପ୍ରଭାବରେ ଏକ ବଡ଼ ଗଛ ଘର ଉପରେ ପଡ଼ି ଘରଟି କ୍ଷତିଗ୍ରସ୍ତ ହୋଇଛି । ଏହା ସହିତ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସରବରାହ ବନ୍ଦ ରହିଥିବାରୁ ସ୍ଥାନୀୟ ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପ୍ରଶାସନ ପକ୍ଷରୁ ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ ବିଦ୍ୟୁତ ସେବା ସ୍ୱାଭାବିକ କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।

ରିପୋର୍ଟ: ଗଣେଶ ପାଣିଗ୍ରାହୀ।

ଜନତା ଜାଗରଣ 


#Ganjam #Sanakhemundi #Janatajgaran

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike