ଉଜ୍ଜଳା ହିତାଧିକାରୀ ଙ୍କ LPG ସିଲିଣ୍ଡର ହ୍ରାସ ! #LPG #Ujjala

ଉଜ୍ଜଳା ହିତାଧିକାରୀଙ୍କୁ ଝଟ୍‌କା ! ସବ୍‌ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ହ୍ରାସ କରିଛନ୍ତି ସରକାର । ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା (PMUY)ରେ ୯ ସବ୍‌ସିଡି ସିଲିଣ୍ଡର ମିଳୁଥିଲା। ସାଂପ୍ରତିକ ଗ୍ୟାସ୍‌ ସଙ୍କଟ ଭିତରେ ସବ୍‌ସିଡି ସିଲିଣ୍ଡର ସଂଖ୍ୟା କମାଇଛନ୍ତି ସରକାର !୨୦୧୬ରେ ଯୋଜନା ଲାଗୁ ବେଳେ ବାର୍ଷିକ ୧୨ଟି ସବ୍‌ସିଡି ସିଲିଣ୍ଡର ମିଳୁଥିଲା। ଗତବର୍ଷ ଏହା ୯କୁ ହ୍ରାସ କରିଥିଲେ କେନ୍ଦ୍ର ସରକାର
ହିତାଧିକାରୀଙ୍କୁ ସବ୍‌ସିଡି ବାବଦରେ ସିଲିଣ୍ଡର ପିଛା ୩୦୦ ଟଙ୍କା ମିଳଥିବା ପ୍ରକାଶ ।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 

#Ujjala #LPG #PMUY #Jantajagaran

 

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike