ଜନ ସେବା ରେ ଜନତା ଜାଗରଣ । #Puri #Brahmagiri


ଆଜି ଜନତା ଜାଗରଣ ର ରିପୋର୍ଟର ଲିଲନ କୁମାର ଜେନା ବଲିହରଚଣ୍ଡୀ ପୀଠ ରେ ଅସୁସ୍ଥ ହୋଇଥିବା ଲୋକ ଙ୍କ ଖବର ପାଇ ଆମ୍ବୁଲାନ୍ସ ନ ଆସିବା କଥା ଶୁଣି ସେଠି ପହଂଚି ଉପସ୍ଥିତ ପୋଲିସ କର୍ମଚାରୀ ଙ୍କ ଠାରୁ ଅସୁସ୍ଥ ବ୍ୟକ୍ତି ମାନ ଙ୍କ ସମ୍ପର୍କ ରେ ଖବର ସଂଗ୍ରହ କରି ଥିଲେ ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Janatajagaran #Brahmagiri

 

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike