ଦିଘା ରୁ ଧାମ ନାଁ କଟିବା ପରେ ମୋହନ ଙ୍କୁ ପୁରୀ ରେ ସମ୍ବର୍ଦ୍ଧନା ! #Puri #Dham





 ଦିଘା ରୁ ଧାମ ନାଁ କଟିବା ପରେ ପୁରୀ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ! ପ୍ରଥମ ଥର ସରକାର ସାଧୁ ସନ୍ଥ ଙ୍କ ପାଇଁ ଭବ୍ୟ ଆୟୋଜନ କରିଥିଲେ ! ମୋହନ ଙ୍କୁ ସାଧୁ ସନ୍ଥ ଏବଂ ପୁରୀ ର ଆବାଳ ବୃଦ୍ଧ ବନିତା ପାଛୋଟି ନେବା ସହ ଜୟ ଜଗନ୍ନାଥ ଧ୍ୱନି ରେ ସ୍ଥାନୀୟ ଅଞ୍ଚଳ ପ୍ରକମ୍ପିତ ହୋଇଥିଲା ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ


#Puri #Digha

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike