ଦାରା ସିଂହ ଙ୍କୁ ମୁକ୍ତି ପାଇଁ ଆସିଲା ନିର୍ଦ୍ଦେଶ !

 ଅଗଷ୍ଟ ୧୫ ତାରିଖ ସୁଦ୍ଧା ଦାରା ସିଂ ଙ୍କୁ ଖଲାସ ପାଇଁ ସୁପ୍ରିମ କୋର୍ଟ ଙ୍କ ନିର୍ଦ୍ଦେଶ ! ୧୯୯୯ ମସିହା ରେ ପାଦ୍ରୀ ଗ୍ରାହମ ସ୍ଟେନ୍ସ ଏବଂ ତାଙ୍କ ପରିବାର ବର୍ଗ ଙ୍କୁ ପୋଡି ମାରିଦେବା ଅଭିଯୋଗ ରେ ଦୀର୍ଘ ୨୬ ବର୍ଷ କାଳ ସେ ଜେଲ ରେ ସଜା କାଟି ସାରିଛନ୍ତି ! ବର୍ତ୍ତମାନ ସେ କେଉଁଝର ଜେଲ ରେ ବନ୍ଦୀ ଥିବା ଖବର ମିଳିଛି ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Darasing #Release

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike