ଦେଶ ବାସୀ ଏବଂ ବିରୋଧୀ ଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସନ୍ଦେଶ !


 ଦେଶ ବାସୀ ଏବଂ ବିରୋଧୀ ଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସନ୍ଦେଶ !


ଆମ ଯୁବପିଢ଼ିର କଲ୍ୟାଣ ଓ ଭବିଷ୍ୟତଠାରୁ ବଡ଼ କିଛି ନାହିଁ।

ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଜଡ଼ିତ ଦୋଷୀମାନଙ୍କୁ ଶୀଘ୍ର ଓ କଠୋର ଦଣ୍ଡ ଦେବାକୁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରିବାକୁ ଆମେ ନିଷ୍ପତ୍ତି ନେଇଛୁ। ଏହି ସନ୍ଦର୍ଭରେ ଆବଶ୍ୟକ ସମସ୍ତ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷ ଓ ଅଧିକାରୀମାନଙ୍କୁ ମୁଁ ନିର୍ଦ୍ଦେଶ ଦେଇଛି। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମ ସରକାର ନେଉଥିବା ପଦକ୍ଷେପମାନଙ୍କ ମଧ୍ୟରେ ଏହା ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଆମ ଯୁବପିଢ଼ିର ଭବିଷ୍ୟତ ସହ ଖେଳିବାକୁ ଚେଷ୍ଟା କରୁଥିବା କାହାକୁ ମଧ୍ୟ କୌଣସି ପରିସ୍ଥିତିରେ ଛାଡ଼ାଯିବ ନାହିଁ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Newdelhi #CJP #PMO

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike