ମହାପ୍ରଭୁ ଙ୍କ ବିନା ଟାହିଆ ରେ ନେଇ ପହଣ୍ଡି କୁ ନେଇ ବିବାଦ !


 ବିନା ଟାହିଆ ରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ପହଣ୍ଡି କୁ ନେଇ ବୃଦ୍ଧି ପାଉଛି ପ୍ରବଳ ଜନ ଅସନ୍ତୋଷ । ତେବେ ଜଗନ୍ନାଥ ଙ୍କ ଟାହିଆ ଖୋଲାଯିବାକୁ ନେଇ ବାଡ଼ଗ୍ରାହୀ ସେବାୟତ ନିଜର ପ୍ରତିକ୍ରିୟା ରଖିଛନ୍ତି । ସୋଲରେ ତିଆରି ଟାହିଆ ପର୍ବତ ପରି ଓଜନିଆ ହୋଇ ଯାଇଥିଲା ତେଣୁ ଏହାକୁ ଦଇତାପତି ମାନେ ଉଠାଇବାରେ ସକ୍ଷମ ହୋଇ ନ ଥିଲେ ! ଦୀର୍ଘ ୪୫ ମିନିଟ ଧରି ଜଗନ୍ନାଥ ନ ହଲିବାରୁ ଟାହିଆ ଖୋଲା ଯାଇଥିଲା ବୋଲି କହିଛନ୍ତି ବାଡ଼ଗ୍ରାହୀ ସେବାୟତ ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 

#Jagannath #LordJagannath #PuriJagannath #RathYatra #SnanaYatra #Tahia #Daitapati #Janatajagaran

Comments

Popular Posts

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ ଅବସରରେ ବାଲେଶ୍ବର ସୋର ତଳନଗର ଛକରେ ଏନ୍ଏଚ୍-୧୬ ଅବରୋଧ କରିଛି ସଂଗଠନ ! ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସମେତ ୬ ଦଫା ଦାବି ନେଇ ବନ୍ଦ ପାଳନ କରାଯାଉଥିବା ନେଇ ମିଳିଛି ସୂଚନା ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #OdishaBandh #12HourOdishaBandh #NityanandaGondResign #TextbookErrors