ଖଣ୍ଡଗିରି ସେଣ୍ଟ ଜାଭିଅର ଉଚ୍ଚ ବିଦ୍ୟାଳୟ ର ସମ୍ବର୍ଦ୍ଧନା ଉତ୍ସବ ପାଳିତ !

 







ଭୁବନେଶ୍ୱର : ଖଣ୍ଡଗିରି ସେଣ୍ଟ ଜାଭିଅର ଉଚ୍ଚ ବିଦ୍ୟାଳୟ ର ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇ ଯାଇଛି । ଏହି ଉତ୍ସବ ରେ ଦଶମ ଏବଂ ଦ୍ୱାଦଶ ର କୃତୀ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉତ୍ସବ ରେ ନୃତ୍ୟ ଗୁରୁ ସୁଜାତା ବେହେରା ଙ୍କ ନିର୍ଦ୍ଦେଶନା ରେ ରୂପ ରତନ ଏବଂ ତାଙ୍କ ସାଥି ମାନେ ନବ ଦୁର୍ଗା ପରିବେଷଣ କରି ଉଚ୍ଚ ପ୍ରଶଂସିତ ହୋଇଥିଲେ । 


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Khandagiri #StXavier #Bbsr

Comments

Popular Posts

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ ଅବସରରେ ବାଲେଶ୍ବର ସୋର ତଳନଗର ଛକରେ ଏନ୍ଏଚ୍-୧୬ ଅବରୋଧ କରିଛି ସଂଗଠନ ! ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସମେତ ୬ ଦଫା ଦାବି ନେଇ ବନ୍ଦ ପାଳନ କରାଯାଉଥିବା ନେଇ ମିଳିଛି ସୂଚନା ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #OdishaBandh #12HourOdishaBandh #NityanandaGondResign #TextbookErrors