ସିଜେପି ର ବିକ୍ଷୋଭ ପାଇଁ ବନ୍ଦ ହେଲା ଦିଲ୍ଲୀ ମେଟ୍ରୋ !



 ସୋନମ ୱାଙ୍ଗଚୁକଙ୍କ ସମର୍ଥକ ଏବଂ କକରୋଚ୍ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ, କଥିତ ପରୀକ୍ଷା ଅନିୟମିତତା ଓ NEET ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଜନ୍ତର-ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ମେଟ୍ରୋର କିଛି ଗେଟ୍ ବନ୍ଦ ରଖାଯାଇଥିଲା। ଡିଏମଆରସି (DMRC) ଅଧିକାରୀମାନଙ୍କ ସୂଚନା ଅନୁଯାୟୀ, ସେଣ୍ଟ୍ରାଲ ସେକ୍ରେଟାରିଏଟ୍ ଏବଂ ରାଜୀବ ଚକ୍ ମେଟ୍ରୋ ଷ୍ଟେସନର ଗେଟ୍ ପୁନର୍ବାର ଖୋଲାଯାଇଛି ଏବଂ ଇଣ୍ଟରଚେଞ୍ଜ ସୁବିଧା ଉପଲବ୍ଧ ରହିଛି । ଅନ୍ୟ ସମସ୍ତ ମେଟ୍ରୋ ଷ୍ଟେସନଗୁଡ଼ିକୁ ପରବର୍ତ୍ତୀ ନିର୍ଦ୍ଦେଶ ଅନୁଯାୟୀ ପର୍ଯ୍ୟାୟକ୍ରମେ ଖୋଲାଯିବ ବୋଲି DMRC ପକ୍ଷରୁ କୁହାଯାଇଛି।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#CJP #Sonamwangchuk #Sansadmarch #Janatajagaran

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike