ଢେଙ୍କାନାଳ ରେ ସ୍ମାର୍ଟ ମିଟର ଲଗାଇବାକୁ ନେଇ ପ୍ରବଳ ଉତ୍ତେଜନା !



 ଢେଙ୍କାନାଳ ରେ ସ୍ମାର୍ଟ ମିଟର ଲଗାଇବାକୁ ନେଇ ପ୍ରବଳ ଉତ୍ତେଜନା !

। ଢେଙ୍କାନାଳ ସହରରେ ସ୍ମାର୍ଟ ମିଟର ଲଗାଇବା ବେଳେ ବିଦ୍ୟୁତ କର୍ମଚାରୀଙ୍କୁ ଘେରିଲେ ଲୋକେ। ସହରର କୁଞ୍ଜକାନ୍ତ ଅଞ୍ଚଳରେ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ସଦସ୍ୟ ଓ ସାଧାରଣ ଲୋକ ଏକାଠି ହୋଇ ଭାଙ୍ଗିଲେ ସ୍ମାର୍ଟ ମିଟର ଓ ବିଦ୍ୟୁତ ଖୁଣ୍ଟରେ ଲାଗୁଥିବା ବକ୍ସ । 


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 

#SmartMeter #Dhenkanal #Electricitynews #Janaatajagaran

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike