ଏ ଜେଲ କୁ ଯିଏ ଯିବ ସୁଧୁରିବ ନା ବିଗିଡିବ ? ଭୁବନେଶ୍ୱର ସ୍ଥିତ ଝାରପଡା ର ସ୍ୱତନ୍ତ୍ର ଜେଲ ଏବେ ଅଭିଯୋଗ ଘେର ରେ ! କିଛି ଦିନ ତଳେ ଏକ ସାଙ୍ଗ ରେ ଏକାଧିକ କଏଦୀ ଙ୍କ ସ୍ୱାସ୍ଥ୍ୟବସ୍ଥା ସମସ୍ୟା ଦେଖା ଦେଇଥିବା ବେଳେ ଏବେ ଜେଲ ଭିତରେ HIV ଆତଙ୍କ ! ନାବାଳିକାକୁ ଦୁଷ୍କର୍ମ କରି ଗିରଫ ହୋଇଥିବା ଅଭିଯୁକ୍ତ ଏଡସ୍ ଆକ୍ରାନ୍ତ ବୋଲି ଜଣା ପଡିବା ପରେ ଜେଲରେ ଏଚଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି ! ସେପଟେ ଜେଲ ର ସୁରକ୍ଷା ବଢାଇବା ପାଇଁ ଲାଗିଲା AI କ୍ୟାମେରା ! ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Jharapada #SpecialJail


 

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike