କଟକ ରେ କ୍ୱାର୍ଟର ମଧ୍ୟ ରେ ମହିଳା IIC ଙ୍କ ଆତ୍ମହତ୍ୟା !



 ହତ୍ୟା ନା ଆତ୍ମହତ୍ୟା ? କଟକରେ ଚାଞ୍ଚଲ୍ୟ । କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା ଆଇଆଇସି ! ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟରରୁ IIC ବିୟୁଟି ମହାନ୍ତିଙ୍କ ମୃତଦେହ ମିଳିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି ପୋଲିସ । ତେବେ ପ୍ରଶ୍ନ ଉଠୁଛି- ଥାନା କ୍ୱାର୍ଟର୍ସରେ କ'ଣ ଘଟିଲା ? IICଙ୍କ ମୃତ୍ୟୁ ପଛରେ କ'ଣ କାରଣ ?


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Cuttack #Chauliaganj #BeautyMohay

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike