ଝାରସୁଗୁଡା ରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କୁ ବିରୋଧ ! #Jharsuguda




ରାଜସ୍ବ ମନ୍ତ୍ରୀ ଙ୍କୁ ଘେରିଲେ ବିରୋଧୀ ! ଝାରସୁଗୁଡ଼ା ରେ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ ସହିତ ଠେଲା ପେଲା କରାଯାଇଥିବା ଅଭିଯୋଗ ହୋଇଛି ! ସଦର ବ୍ଲକ ହୀରମା ପଞ୍ଚାୟତର କନ୍ଦାଗାଡ଼ ଠାରେ ବିରୋଧ କରାଯାଇଥିବା ନେଇ ମିଳିଛି ଖବର ! ମନ୍ତ୍ରୀ ଏକ ମନ୍ଦିରକୁ ପୂଜା କରିବା ପାଇଁ ଯାଇଥିବା ସମୟରେ ସୁରେଶ ପୂଜାରୀ ଙ୍କ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିବା ବେଳେ ମନ୍ତ୍ରୀ ଆସୁଥିବା ବେଳେ କର୍ମୀ ଓ ଅଧିକାରୀ ଙ୍କୁ ଜଣାଉ ନ ଥିବା ଅଭିଯୋଗ କରିଛନ୍ତି ବିରୋଧୀ ଦଳୀୟ କର୍ମୀ !


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#SureshPujari #Jharsuguda #BJDProtest #janatajagaran

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike