ରାଜ୍ୟ ରେ ବନ୍ୟା ପ୍ରପୀଡ଼ିତ ଙ୍କ ପାଇଁ ୧୦୦ କୋଟି ର ପ୍ୟାକେଜ !

ଭୁବନେଶ୍ୱର : ରାଜ୍ୟ ରେ ବନ୍ୟା ପ୍ରଭାବିତଙ୍କ ପାଇଁ ୧୧୦ କୋଟିର ପ୍ରାରମ୍ଭିକ ସହାୟତା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ !
ତୁରନ୍ତ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ !
ଘରଭଙ୍ଗା, ଫସଲ ଓ ପ୍ରାଣୀଧନ କ୍ଷୟକ୍ଷତି ପାଇଁ ଆର୍ଥିକ ସହାୟତା ଦିଆଯିବ ସହିତ ରିଲିଫ ଓ ଉଦ୍ଧାର ପାଇଁ ପୂର୍ବରୁ ୨୬ କୋଟି ଟଙ୍କା ଦିଆଯାଇଥିଲା ! ଚୂଡ଼ାନ୍ତ କ୍ଷୟକ୍ଷତି ଆକଳନ ପରେ ସମସ୍ତ ଆର୍ଥିକ ସହାୟତା ମିଳିବ ଏବଂ ବନ୍ୟାରେ ମୃତ ୬ ଜଣ ପରିବାରକୁ SDRFରୁ ୨୪ ଲକ୍ଷ ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 

#MohanCharanMajhi #SDRF #FloodSituation

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike