ଛାତ୍ରୀ ଙ୍କୁ ପ୍ରେମ ନିବେଦନ କରି ସାରେ ଅଟକ !

କଣ୍ଟାବାଞ୍ଜି: ଶିକ୍ଷକ ପିଲା ମାନ ଙ୍କୁ ଠିକ ବାଟ ରେ ନେବା କଥା ଏଠି କିନ୍ତୁ ସାରେ ନିଜେ ଭୁଲ ରାସ୍ତା ରେ ! ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଅଟକ ରଙ୍ଗିଲା ଶିକ୍ଷକ ଅଟକ ! ଛାତ୍ରୀଙ୍କୁ ଅଶାଳୀନ ମେସେଜ କରିବା ସହ ପ୍ରେମ ନିବେଦନ କରୁଥିଲେ ରଙ୍ଗିଲା ଶିକ୍ଷକ ।ସିନ୍ଧେକେଲା ଥାନା ଅଞ୍ଚଳର ଜଣେ ଶିକ୍ଷକଙ୍କୁ ଅଟକ ରଖିଲା ପୋଲିସ । ଶିକ୍ଷକ ଙ୍କ ନାଁରେ ଥାନାରେ ଅଭିଯୋଗ କରିଥିଲେ ଛାତ୍ରୀଙ୍କ ପରିବାର।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 
#Kantabanji #TeacherArrested #Sindhekela #Balangir

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike