ଟ୍ରାକ୍ଟର ଧକ୍କା ରେ ସ୍ତ୍ରୀ ମୃତ ଅଳ୍ପକେ ବର୍ତ୍ତିଲେ ସ୍ୱାମୀ !

ଧର୍ମଗଡ଼: ଟ୍ରାକ୍ଟର ଧକ୍କାରେ ସ୍ତ୍ରୀ ଙ୍କ ମୃତ୍ୟୁ କିନ୍ତୁ ଅଳ୍ପେକ ବର୍ତ୍ତିଲେ ସ୍ୱାମୀ ! ଏନ୍‌ଏଚ୍‌ର ମୋଟର ଛକ ଦେଇ ଚାଲିକି ଯିବା ବେଳେ ଘଟିଲା ଦୁର୍ଘଟଣା ! କ୍ଷତିପୂରଣ ଦାବି ରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିବା ବେଳେ ଭବାନୀପାଟଣା-ଜୟପୁର ରାସ୍ତା ରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି ।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 
#TractorAccident #Dharmagarh #Kalahandi #OdishaNews #RoadAccident

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike