ଖଣ୍ଡା ବୁଲାଇବାର ମଜା ଏବେ ହେଲା ସଜା!

ନିମାପଡା : ନିମାପଡ଼ା ଶଗଡ଼ା ପଞ୍ଚାୟତ ଅନ୍ତର୍ଗତ ଆଙ୍କୁସିପୁର ଅଞ୍ଚଳ ରେ ଖଣ୍ଡା ବୁଲାଇବାକୁ ନେଇ ଘଟିଛି ଘଟଣା । ଖଣ୍ଡା ପ୍ରଦର୍ଶନ କରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ଙ୍କୁ ଏବେ ଆଇନ ର ସାମ୍ନା କରିବାକୁ ପଡ଼ିଛି। ଘଟଣା କୁ ଗୁରୁତର ସହିତ ନେଇ ପୁଲିସ ପକ୍ଷରୁ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ମିଳିଛି।

ରିପୋର୍ଟ :- ପିଙ୍କୁନ ଜେନା 
ଜନତା ଜାଗରଣ 

#Nimapada #Swordcase

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike