ପାର୍ବଣ ଋତୁ ପୂର୍ବରୁ ବଢ଼ିଲା କମର୍ସିଆଲ ଗ୍ୟାସ୍ ଦର !

ଭୁବନେଶ୍ୱର : ପାର୍ବଣ ଋତୁ ପୂର୍ବରୁ ବଢ଼ିଲା କମର୍ସିଆଲ ଗ୍ୟାସ୍ ଦର !
୬୨ ଟଙ୍କା ୫୦ ପଇସା ମହଙ୍ଗା ହୋଇଛି କମର୍ସିଆଲ୍‌ ଏଲ୍‌ପିଜି ସିଲିଣ୍ଡର । ଏବେ ଦିଲ୍ଲୀରେ କମର୍ସିଆଲ୍‌ ଏଲ୍‌ପିଜି ସିଲିଣ୍ଡର ଦର ୨୮୧୦ ଟଙ୍କା ଥିବା ବେଳେ ଘରୋଇ ଏଲପିଜି ଗ୍ୟାସ ଦର ଅପରିବର୍ତ୍ତିତ ରହିଛି ।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 

#LPGPriceHike #CommercialLPG

Comments

Popular Posts

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ ଅବସରରେ ବାଲେଶ୍ବର ସୋର ତଳନଗର ଛକରେ ଏନ୍ଏଚ୍-୧୬ ଅବରୋଧ କରିଛି ସଂଗଠନ ! ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସମେତ ୬ ଦଫା ଦାବି ନେଇ ବନ୍ଦ ପାଳନ କରାଯାଉଥିବା ନେଇ ମିଳିଛି ସୂଚନା ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #OdishaBandh #12HourOdishaBandh #NityanandaGondResign #TextbookErrors