Posts

ମୁଣ୍ଡଳୀ : କଟକ ମୁଣ୍ଡଳି ରେ ବଢୁଛି ମହାନଦୀ ଜଳସ୍ତର !୭ ଲକ୍ଷ ୫୪ ହଜାର ୩୮୫ କ୍ୟୁସେକ ଜଳ ପ୍ରବାହିତ ହେଉଥିବା ନେଇ ମିଳିଛି ସୂଚନା !ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Cuttack #MundaliWatetLevel #MahanadiFlood

News Paper 28/09/2026

News Paper 27/09/2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଇ-ଲାଇବ୍ରେରୀକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ କେ.ଭି.ସିଂହଦେଓ ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Library #DeenDayalUpadhyay

ପାରାଦ୍ୱୀପ ବନ୍ଦର କୁ ମିଳିଲା ବୃହତ ବନ୍ଦର ର ମାନ୍ୟତା ! ଖୁସି ହୋଇଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ !ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Paradip #Port

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ଓ ଇ-ପୋର୍ଟାଲର ଉପଯୋଗ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #bbsr #LawMinister

ଭୁବନେଶ୍ୱର : ଜାତୀୟ ଚଳଚ୍ଚିତ୍ର-2024 ପୁରସ୍କାର ପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର ଲହରୀ ର ପ୍ରଯୋଜିକା ଝିଲ୍ଲିକ ଭଟ୍ଟାଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରସ୍କାର ପ୍ରଦର୍ଶନ କରୁଛନ୍ତି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Jhilik #CMOOdisha

News Paper 26/09/2026

News Paper 25/09/2026

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain