Posts
- Get link
- X
- Other Apps
- Get link
- X
- Other Apps
- Get link
- X
- Other Apps
- Get link
- X
- Other Apps
- Get link
- X
- Other Apps
ବ୍ରହ୍ମଗିରି : ଅରଖକୁଦା ସାମୁଦ୍ରିକ ଥାନା ପକ୍ଷରୁ ବାତ୍ୟା ଅର୍ଣ୍ଣବ ସମ୍ପର୍କରେ ଗ୍ରାମାଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବାସିନ୍ଦା ମାନଙ୍କୁ ସତର୍କତାମୂଳକ ପଦକ୍ଷେପ, ସୁରକ୍ଷା ନିୟମାବଳୀ ଏବଂ ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ସରକାରୀ ପରାମର୍ଶାବଳୀ ମାନିବାର ଗୁରୁତ୍ୱ ସମ୍ବନ୍ଧରେ ସଚେତନ କରାଯାଇଛି ।ରିପୋର୍ଟ :- ପିଙ୍କୁନ ଜେନା ଜନତା ଜାଗରଣ #PuriPolice #OdishaPolice #CycloneAlert #SafetyFirst #Odisha

ଭୁବନେଶ୍ୱର : ବାତ୍ୟା ଅର୍ଣ୍ଣବ ପାଇଁ ଆଜି ଅପରାହ୍ନ ୧ଟାରୁ ଓ କାଲି ପର୍ଯ୍ୟନ୍ତ ଖୋର୍ଦ୍ଧାରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ କରାଯାଇଥିବା ବେଳେ ବାତ୍ୟାକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ।ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Khordha #SchoolClosed #GovernmentEmployees #HolidayCancelled #CycloneAlert #